ଆଜିଠୁ ସଂସଦର ଶୀତ ଅଧିବେଶନ। SIR ଓ ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ । ଶୀତକାଳୀନ ଅଧିବେଶନରେ ୧୨ଟି ବିଲ୍ ଆଗତ...
Subhakamana
ଭୁବନେଶ୍ବର: ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ...
ଘଟଗାଁ: ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା । ହାଇୱାଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଗାଡିଟି ଯାଜପୁର ଜିଲ୍ଲାରୁ ହରିଚନ୍ଦନପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ତେବେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର । ଖବରପାଇ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ହାଇୱାରେ କିପରି ନିଆଁ ଲାଗିଲା ସେନେଇ କାରଣ ଜଣାପଡିନି ।
ଭୁବନେଶ୍ବର: ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା...
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କହିଛନ୍ତି, ଏହି ଅଧିବେଶନରେ ସଂସଦ ଦେଶ ବିଷୟରେ...
ସମ୍ପତ୍ତି ତାଲିକା ନଦେଲେ ହେବନି ପ୍ରମୋସନ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ଚିଠି। ସବୁ ବିଭାଗକୁ ଚିଠି ଲେଖିଲେ ACS...
ଆକ୍ସନ ମୋଡ଼ରେ ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ । ବୌଦ୍ଧ ଜିଲ୍ଲା ହରଭଙ୍ଗାରେ ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ...
ରବିବାର ତାମିଲନାଡୁର ଶିବଗଙ୍ଗା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ସରକାରୀ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଆଠ ଜଣ...
କାଲିଠୁ ବାରବାଟୀ ଟିଟ୍ବେଣ୍ଟି ପାଇଁ ଅନଲାଇନ୍ ଟିକେଟ ବିକ୍ରି । ଡିସେମ୍ବର ୯ରେ କଟକ ବାରବାଟୀରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା T20...
ରବିବାର ତାମିଲନାଡୁର ଶିବଗଙ୍ଗା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ସରକାରୀ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଆଠ ଜଣ...
