ରେଢାଖୋଲ: ଜଳୁଛି ଜଙ୍ଗଲ। ରେଢାଖୋଲ ବନଖଣ୍ଡର ବିଭିନ୍ନ ରେଞ୍ଜର ଜଙ୍ଗଲରେ ଲାଗିଛି ନିଆଁ । ହୁ ହୁ ହୋଇ ଜଳୁଛି ଜଙ୍ଗଲ । କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଯୋଗୁ ବହୁ ମୂଲ୍ୟବାନ ଗଛ ପୋଡି ପାଉଁଶ ହୋଇଯାଇଛି । ଜୀବଜନ୍ତୁ ମଧ୍ଯ ଅକାରଣେ ମୃତ୍ଯୁବରଣ କରୁଛନ୍ତି । ରେଢ଼ାଖୋଲ ବନଖଣ୍ଡ ଅନ୍ତର୍ଗତ ଗିରିଶ୍ଚନ୍ଦ୍ରପୁର,ଚାରମାଳ,ବଡମାଳରେଞ୍ଜ,ନାକଟିଦେଉଳ, ବଡବାହାଳ ବନାଞ୍ଚଳର ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଲାଗିଛି ନିଆଁ । ପ୍ରକୋପ ଏତେ ଜୋରରେ ଥିଲା ଯେ ବନବିଭାଗ ଆୟତ୍ତ କରିବାକୁ ନାକେଦମ ହୋଇପଡିଥିଲା । ଖରାଦିନ ଆସିନଥିବାବେଳେ ଏବେଠୁ ଜଙ୍ଗଲ ନିଆଁ ଚିନ୍ତାର କାରଣ ପାଲଟିଛି । ଗତକାଲି ସେହିଭଳି, ଗ୍ରୀଷ୍ମ ଋତୁ ଆରମ୍ଭ ନହେଉଣୁ ଡରାଇଲାଣି ଜଙ୍ଗଲ ନିଆଁ...
ମୁଖ୍ୟ ଖବର
ନୂଆଦିଲ୍ଲୀ: ତୈଳ ବଜାରରେ ଭୟଙ୍କର ନିଆଁ । ମହାସଙ୍କଟରେ କାଙ୍ଗାଳ ପାକିସ୍ତାନ । ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ପାକିସ୍ତାନର ଅଣ୍ଟା...
ଦେଶରେ ଏଲପିଜି ସଙ୍କଟ ଚିନ୍ତା ବଢାଇବା ପରେ ଏଲପିଜି ଯୋଗାଣ ପାଇଁ ଏସମା ଲାଗୁ । ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଶେଷ ନେଇ ଅନିଶ୍ଚିତତା...
ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ମହିଳାଙ୍କ ପାଇଁ ଦିନଟିଏ । ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବରେ...
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଜଧାନୀ ଦିଲ୍ଲୀରେ ୩୩,୫୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବେ । ଏହି...
ଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭାରତୀୟ ରୋଷେଇଶାଳ ଉପରେ ଶକ୍ତ ଚାପୁଡ଼ା ମାରିଛି। ଆଜି ଠାରୁ ଏଲପିଜି ଦର ବୃଦ୍ଧି ପାଇଛି। ଏହା ଦ୍ବାରା ଦେଶର କୋଟିକୋଟି...
ନୂଆଦିଲ୍ଲୀ : UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ । ଚଳିତଥର ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଛନ୍ତି । ଦ୍ବିତୀୟରେ ରାଜେଶ୍ବରୀ ସୁଭେ...
କର୍ଣ୍ଣାଟକ : କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍। ପିଲାଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ ବନ୍ଦ । ଭାରତର...
ନୂଆଦିଲ୍ଲୀ : ସେୟାର ବଜାରରେ ପ୍ରଳୟ । ୨,୭୦୦ ପଏଣ୍ଟ ଖସିଲା ସେନସେକ୍ସ । ବୁଡ଼ିଲା ନିବେଶକଙ୍କ ୮ ଲକ୍ଷ କୋଟି ଟଙ୍କା ।...
ନୂଆଦିଲ୍ଲୀ : ଆଜି ରାତିରେ ବସିବ ସିସିଏସ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ କମିଟି ଅନ ସିକ୍ୟୁରିଟିର ଗୁରୁତ୍ବପୂର୍ଣ୍ଣ...
