ବାରଙ୍ଗ: ନନ୍ଦନକାନନରେ ଦୌଡ଼ିବ ଚିତା । ଆଫ୍ରିକାରୁ ଓଡ଼ିଶାକୁ ପ୍ରଥମ ଥର ପାଇଁ ଆସିବ ଚିତା ବାଘ । ନନ୍ଦନକାନନର ଖୁଆଡ଼ ମଧ୍ୟରେ ପର୍ଯ୍ୟଟକମାନେ...
ରାଜ୍ୟ
ପାଟନା: ବିଜେପି ବିଧାୟକ ପ୍ରେମ କୁମାର ବିଧାନସଭାର ନୂତନ ବାଚସ୍ପତି ଭାବରେ ନିର୍ବାଚିତ ହୋଇଥିଲେ। ଆଜି ସେ ଶପଥ ନେଇଥିବାବେଳେ ମୁଖ୍ୟମନ୍ତ୍ରୀ ନୀତିଶ...
ଭୁବନେଶ୍ବର: କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର।କିଛିଦିନ ତଳେ କଟକରେ ଏକ...
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆଜି ଆରମ୍ଭ ହୋଇଛି। ପ୍ରଥମ ଦିନରୁ ସରକାରୀ ଓ ବିରୋଧୀ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ସ୍ବତନ୍ତ୍ର ଭୋଟର...
ଜୋଡା ବଲାଣି ଥାନା ଅଂଚଳରେ ଫୁଟିଲା ଗୁଳି । ଟଙ୍କା ଦେଣ ନେଣକୁ ନେଇ ଗୁଳିକାଣ୍ଡ । ଏକ ସିୱେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ...
ଆଜିଠୁ ସଂସଦର ଶୀତ ଅଧିବେଶନ। SIR ଓ ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ । ଶୀତକାଳୀନ ଅଧିବେଶନରେ ୧୨ଟି ବିଲ୍ ଆଗତ...
ଭୁବନେଶ୍ବର: ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ...
ଘଟଗାଁ: ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା । ହାଇୱାଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଗାଡିଟି ଯାଜପୁର ଜିଲ୍ଲାରୁ ହରିଚନ୍ଦନପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ତେବେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର । ଖବରପାଇ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ହାଇୱାରେ କିପରି ନିଆଁ ଲାଗିଲା ସେନେଇ କାରଣ ଜଣାପଡିନି ।
ଭୁବନେଶ୍ବର: ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା...
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କହିଛନ୍ତି, ଏହି ଅଧିବେଶନରେ ସଂସଦ ଦେଶ ବିଷୟରେ...
