February 12, 2026

Year: 2025

ପାଟନା: ବିଜେପି ବିଧାୟକ ପ୍ରେମ କୁମାର ବିଧାନସଭାର ନୂତନ ବାଚସ୍ପତି ଭାବରେ ନିର୍ବାଚିତ ହୋଇଥିଲେ। ଆଜି ସେ ଶପଥ ନେଇଥିବାବେଳେ ମୁଖ୍ୟମନ୍ତ୍ରୀ ନୀତିଶ...
ଭୁବନେଶ୍ବର: ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ...
ଘଟଗାଁ: ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା ।  ହାଇୱାଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଗାଡିଟି ଯାଜପୁର ଜିଲ୍ଲାରୁ ହରିଚନ୍ଦନପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା । ତେବେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର । ଖବରପାଇ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ ।  ତେବେ ହାଇୱାରେ କିପରି ନିଆଁ ଲାଗିଲା ସେନେଇ କାରଣ ଜଣାପଡିନି ।