ଆମେ ଆମର ପାଠକଙ୍କୁ ପ୍ରତ୍ୟେକ ମୁହୂର୍ତ୍ତରେ ଖବର ସହିତ ଅପଡେଟ୍ କରିବାକୁ ଉଦ୍ୟମ କରୁଛୁ। ଆପଣଙ୍କ ପାଇଁ ସଦ୍ୟତମ ଏବଂ ବ୍ରେକିଂ ନ୍ୟୁଜ୍ ଆଣିବାକୁ ଆମେ ପ୍ରତିବଦ୍ଧ। ପ୍ରାରମ୍ଭିକ ସୂଚନା ମାଧ୍ୟମରେ ଏହି ଖବରକୁ ନିରନ୍ତର କ୍ରମାଗତ ଭାବେ ଅପ୍ଡେଟ୍ କରୁଛୁ। ସଦ୍ୟତମ ବ୍ରେକିଂ ନ୍ୟୁଜ୍ ଏବଂ ଅପଡେଟ୍ ପାଇଁ sambad.in ସହିତ ଯୋଡ଼ି ରୁହନ୍ତୁ।ବ୍ଲକ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ା ମୁକ୍ତିକାନ୍ତ ସେଠୀ ମଞ୍ଚାସିନ ସମସ୍ତ ଅତିଥିଙ୍କୁ ପୁଷ୍ପ ଗୁଛ ଓ ଉପଢୌକନ ଦେଇ ସ୍ଵାଗତ କରିଥିଲେ। ମୁଖ୍ୟବକ୍ତା ଭାବେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା ଲକ୍ଷ୍ମୀଧର ବେହେରା ଯୋଗଦେଇ ମେଳାର ଉଦ୍ଦେଶ୍ୟ ସମ୍ପର୍କରେ ଲୋକଙ୍କୁ କହିଥିଲେ। ଜିଲ୍ଲାପରିଷଦ ସଭାପତି ସସ୍ମିତା ମେଲେକା ମତ୍ସ୍ୟ ଚାଷ ଓ ପ୍ରାଣୀ ସମ୍ପଦ ପାଳନ ଅବସରରେ ଯେଉଁ ସବୁ ସରକାରଙ୍କ ପ୍ରୋତ୍ସାହନ ସୁବିଧା ସୁଯୋଗ ରହିଛି ଲୋକଙ୍କ ପାଖକୁ ଯାଇ ସରକାରୀ କର୍ମଚାରୀ ସଚେତନ କରାଇବା ପାଇଁ ପରାମର୍ଶ ଦେଇଥିଲେ।
