ଆମେ ଆମର ପାଠକଙ୍କୁ ପ୍ରତ୍ୟେକ ମୁହୂର୍ତ୍ତରେ ଖବର ସହିତ ଅପଡେଟ୍ କରିବାକୁ ଉଦ୍ୟମ କରୁଛୁ। ଆପଣଙ୍କ ପାଇଁ ସଦ୍ୟତମ ଏବଂ ବ୍ରେକିଂ ନ୍ୟୁଜ୍ ଆଣିବାକୁ ଆମେ ପ୍ରତିବଦ୍ଧ। ପ୍ରାରମ୍ଭିକ ସୂଚନା ମାଧ୍ୟମରେ ଏହି ଖବରକୁ ନିରନ୍ତର କ୍ରମାଗତ ଭାବେ ଅପ୍ଡେଟ୍ କରୁଛୁ। ସଦ୍ୟତମ ବ୍ରେକିଂ ନ୍ୟୁଜ୍ ଏବଂ ଅପଡେଟ୍ ପାଇଁ sambad.in ସହିତ ଯୋଡ଼ି ରୁହନ୍ତୁ।ଭୁବନେଶ୍ବର/ପୁରୀ: ମହାପ୍ରଭୁଙ୍କ ଶରଣ ନେଇଛି ଭାରତୀୟ କ୍ରିକେଟ୍ ଟିମ୍। ଐତିହସିକ ବାରବାଟୀ ଷ୍ଟାଡିୟମରେ ଆଜି ସନ୍ଧ୍ୟାରେ ଦକ୍ଷିଣ ଆଫ୍ରିକାକୁ ମୁକାବିଲା କରିବା ପୂର୍ବରୁ ମୁଖ୍ୟ କୋଚ୍ ଗୌତମ ଗମ୍ଭୀର, ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, ୱାସିଂଟନ ସୁନ୍ଦର ଓ ଜିତେଶ ଶର୍ମା ଭୁବନେଶ୍ବରରୁ ପୁରୀ ଗସ୍ତ କରିଛନ୍ତି। ଭାରତୀୟ ଟିମ୍ର କୋଚ୍ ଏବଂ ଖେଳାଳିମାନେ ମହାପ୍ରଭୁଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିବେ।
